Masthead

ହାତୀ ନେଲା ୨ ମୁଣ୍ଡ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ହାତୀ ଆକ୍ରମଣରେ ୨ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଛେଣ୍ଡିପଦା ରାମଚନ୍ଦ୍ରପୁର ଗାଁରେ। ହାତୀ ଆକ୍ରମଣରେ ଦୁଇ ଜଣ ମୃତ ହୋଇଥିବା ସୂଚନା ମିଳିଛି। ମୃତକ ମଧ୍ୟରେ ଜଣେ ମହିଳା ଏବଂ ଜଣେ ପୁରୁଷ ଅଛନ୍ତି। ମୃତକ ମାନେ ହେଲେ ପଞ୍ଚାନନ ପାଣିଗ୍ରାହୀ ଏବଂ ସୁଆଗି ସେଠି। ଏମାନେ ମହୁଲ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିବା ସୂଚନା ମିଳିଛି। ବର୍ତ୍ତମାନ ମଧ୍ୟ ହାତୀଟି ସେହି ଆଖପାଖ ଅଂଚଳରେ ରହିଥିବା ସୂଚନା ମିଳିଛି । ହାତୀଟି ବର୍ତ୍ତମାନ ଲୋକମାନଙ୍କୁ ଗୋଡାଉ ଥିବା ଜଣାପଡ଼ିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର