Masthead

ବୃଦ୍ଧଙ୍କୁ ଦଳିଦେଲା ହାତୀ

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ):  ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ରେଞ୍ଜ ବାଲିକିଆରୀ ଗ୍ରାମରେ ବୃଦ୍ଧଙ୍କୁ ଦଳି ଦେଲା ହାତୀ । ମୃତକ ହେଲେ ଲକ୍ଷ୍ମୀଧର ପାତ୍ର । ଶୌଚ ପାଇଁ ଯାଇଥିବାବେଳେ ହାତୀ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ବନବିଭାଗ ଟିମ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ