Masthead

ଯୁବକଙ୍କୁ କଚାଡ଼ି ମାରିଲା ହାତୀ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ):  ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ସଦର ରେଞ୍ଜ କୁରୁମ ଟାଙ୍ଗର ଗ୍ରାମରେ । ମୃତକ ହେଲେ ଶ୍ରୀକାନ୍ତ ପରିଡ଼ା । ଶ୍ରୀକାନ୍ତ ଧାନ ଜଗି ଥିବା ଜାଗାରେ ଶୋଇଥିବା ବେଳେ ହାତୀ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବନବିଭାଗ ପକ୍ଷରୁ ହାତୀର ଗତିବିଧୀ ଉପରେ ଲକ୍ଷ୍ୟ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା