Masthead

ଲଘୁଚାପ ଜନିତ ବର୍ଷାରେ ଭିଜୁଛି ସାରା ରାଜ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଲଘୁଚାପ ଜନିତ ବର୍ଷାରେ ଭିଜୁଛି ସାରା ଓଡିଶା । ସକାଳୁ ଟ୍ୱିନ ସିଟିରେ ଲାଗି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି । ସୃଷ୍ଟି ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହେବା ପରେ ଏହା ପ୍ରଭାବରେ ୩ ଦିନ ପ୍ରବଳ  ହୋବର ସମ୍ଭାବନା ରହିଛି । ଆସନ୍ତା ୧୬ ତାରିଖ ଯାଲଁ ଲାଗି ରହିବ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୧୦ ଟି ଜିଲ୍ଲା କଳାହାଣ୍ଡି, ନୂଆପଡା, କନ୍ଦମାଳ, ବଲାଙ୍ଗିର, ବରଗଡ, ବୌଦ୍ଧ, ସୋନପୁର, ସମ୍ବଲପୁର,ନବରଙ୍ଗପୁର ଓ ଗଞ୍ଜାମ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି