୩୯ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୪ ଘଣ୍ଟାରେ ୩୪୦୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛି । ସଙ୍ଗରୋଧରୁ ୧୯୪୩ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୧୪୬୫ଜଣ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାଜପୁରରୁ ୨୫୮ ଜଣ, ପୁରୀରୁ ୨୧୫ ଜଣ, ଅନୁଗୁଳରୁ ୯୩, ବାଲେଶ୍ୱରରୁ ୨୫୧, ମୟୂରଭଞ୍ଜରୁ ୧୫୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୭୦ରହିଛି । ସେଥିରୁ ସୁସ୍ଥ ହୋଇଚନ୍ତି ୮ ଲକ୍ଷ ୩ ହଜାର ୮୨୪ଜଣ ।

ଏବେବି କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି ୩୨ ହଜାର ୭୦୬ଜଣ । ସେପଟେ ଗୋଟିଏ ଦିନରେ ୩୯ ଜଣଙ୍କ ମୁଣ୍ଡ ନେଇଛି କରୋନା । ୬୮ ହଜାର ୩୩୫ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୪ ଦଶମିକ ୯୮ ପ୍ରତିଶତ ରହିଛି। ଜୁନ ମାସର ୨୭ ଦିନରେ ୧ ଲକ୍ଷ ୩୫ ହଜାର ୪୪୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୩୩ ଜଣଙ୍କ ମୃତ୍ୟୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’