Masthead

ଗାଁ ମୁହାଁ ବନ୍ୟଜନ୍ତୁ

କେନ୍ଦୁଝର (ବଡ଼ ଖବର ବୁରୋ): କେନ୍ଦୁଝର ଜିଲ୍ଲା ସାହାରପଡା ବନାଞ୍ଚଳ ତାଳପଦା ଗ୍ରାମର ପ୍ରଧାନସାହିରୁ ଏକ ହରିଣ ଉଦ୍ଧାର । ସୂଚନାନୁସାରେ ପାଣି ପାଇଁ ଓ ଜଙ୍ଗଲରେ ନିଆଁ ଲାଗିବା କାରଣରୁ ବନ୍ୟଜନ୍ତୁମାନେ ଏବେ ଗାଁ ମୁହାଁ ହେଉଥିବା ବେଳେ ହରିଣଟି ରାଇଚରଣ ମହାନ୍ତଙ୍କ ଘରବାଡିରେ ପଶି ଯାଇଥିଲା ।

ଏହା ଦେଖି ଲୋକେ ସାହାରପଡା ବନବିଭାଗକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବନ ବିଭାଗର କର୍ମଚାରୀ ପହଞ୍ଚି ହରିଣଟିକୁ ସୁରକ୍ଷିତ ଭାବେ ସଂରକ୍ଷିତ ଜଙ୍ଗଲରେ ଛାଡି ଦେଇଛନ୍ତି । ପାଣି ପାଇଁ ଓ ଜଙ୍ଗଲରେ ନିଆଁ ଲାଗିବା କାରଣରୁ ବନ୍ୟଜନ୍ତୁ ମାନେ ଏବେ ଗାଁ ମୁହାଁ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ