Masthead

ବୃଦ୍ଧାଙ୍କୁ ମାଡ଼ମାରି ଖୁଣ୍ଟରେ ବାନ୍ଧିଲେ ପରିବାର ଲୋକେ

କୋରାଇ (ବଡ଼ ଖବର ବ୍ୟୁରୋ): ବୃଦ୍ଧାଙ୍କୁ ମାଡ଼ ମାରିବା ସହ ଖୁଣ୍ଟରେ ବାନ୍ଧିଦେଲେ ପରିବାର ଲୋକେ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା କୋରାଇ ଥାନା ଶିଶୁଆ ଗାଁରେ । ସମ୍ପତି ପାଇଁ ପରିବାର ଲୋକେ ବୃଦ୍ଧାଙ୍କୁ ମାଡ଼ ମାରିବା ସହ ଖୁଣ୍ଟରେ ବାନ୍ଧି ଆସବାବ ପତ୍ର ଫିଙ୍ଗି ଦେଇଛନ୍ତି । ଟଙ୍କା ସୁନା ଅଳଙ୍କାର ମଧ୍ୟ ଲୁଟି ନେଇଛନ୍ତି । ଶିଶୁଆ ଗାଁର ବନ୍ଧର୍ବ ମହାରଣା ଶାଳକଣା ଗାଁ ରାସ୍ତା କଡରେ ଥିବା ନିଜ ଜମିରେ ଘର କରି ରହୁଥିଲେ ।

ମାତ୍ର ଏହି ଜମିକୁ ନେଇ ତାଙ୍କ ସମ୍ପର୍କୀୟ ଭାଇ ଅଲେଖ ମହାରଣାଙ୍କ ସହ ତିକ୍ତତା ଲାଗି ରହିଥିଲା । ଏନେଇ ମାମଲା କୋର୍ଟରେ ବିଚାରଧିନ ଥିବା ବେଳେ ଉଭୟ ପରିବାର ମଧ୍ୟରେ କଳହ ଉଗ୍ରରୂପ ନେଇଥିଲା । ଗନ୍ଧର୍ବ ଘରେ ନଥିବା ବେଳେ ଅଲେଖ ମହାରଣା ୨୦ରୁ ଅଧିକ ଲୋକଙ୍କୁ ଆଣି ତାଙ୍କ ସ୍ତ୍ରୀ ସାବିତ୍ରୀ ମହାରଣାଙ୍କୁ ନିସ୍ତୁକ ମାଡ ମାରିବା ସହ ଖୁଣ୍ଟରେ ବନ୍ଧି ଦେଇଥିଲେ । । ପରେ ଏନେଇ ଥାନାରେ ଲିଖିତ ଅଭିଯୋଗ ହେବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି