Masthead

ବଲାଙ୍ଗିରରେ ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ

 

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ):ବଲାଙ୍ଗିରରେ ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ । ଦେଓଗାଁର ଖଇରଗୁଡ଼ା ବଡ଼ଖଳାରେ ପହଞ୍ଚିଲା ଶୋଭାଯାତ୍ରା । ସେପଟେ କୁମୁରିଆର ସାନଖଳାରେ ମଧ୍ୟ ପହଞ୍ଚିଲା ଶୋଭାଯାତ୍ରା । ମଧ୍ୟରାତ୍ରରୁ ନିଶିପୂଜା ପରେ ସକାଳୁ ସକାଳୁ ପାଟବୋଦା ସାଙ୍ଗରେ ଧରି ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଶୋଭାଯାତ୍ରାରେ ଗଲେ ଆଦିବାସୀ ଲୋକେ । କଟକଣା ନ ଥିବାରୁ ବହୁତ ସଂଖ୍ୟାରେ ପଶୁ ବଳୀ ପଡ଼ିବା ସମ୍ଭାବନା । ଶାନ୍ତିଶୃଙ୍ଖଳା ବଜାୟ ରଖିବାକୁ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା