Masthead

ଆନ୍ଦୋଳନକୁ ଓହ୍ଲାଇଲେ କୃଷକ ସାଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆନ୍ଦୋଳନକୁ ଓହ୍ଲାଇଲେ କୃଷକ ସାଥୀ । ୧୭ ବର୍ଷ ଧରି ଦୈନିକ ୩୩ ଟଙ୍କା ୩୩ ପଇସାରେ ରାଜ୍ୟର କୃଷି ଓ କୃଷକମାନଙ୍କ ପାଇଁ ୧୩୬୦୦ କୃଷକ ସାଥୀ କାମ କରି ଆସୁଛନ୍ତି ।୪୨ ଦିନ ହେବ ଗାନ୍ଧୀ ମାର୍ଗରେ ଧାରଣାରେ ବସିବା ପରେ ସରକାର ନ ଶୁଣିବାରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି କୃଷକ ସାଥୀ । ଏହା ପରେ ଯଦି ସରକାର ନ ଶୁଣନ୍ତି ଆନ୍ଦୋଳନ ଜୋରଦାର ହେବ ବୋଲି କୃଷକ ସାଥୀମାନେ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ