ଚାଷୀ ଆନ୍ଦୋଳନକୁ ୧୦୦ ଦିନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଚାଷୀ ଆନ୍ଦୋଳନକୁ ପୂରିଲା ୧୦୦ ଦିନ । ଏହି ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ପାଇଁ ଯୋଜନା କରୁଛନ୍ତି ଆନ୍ଦୋଳନକାରୀ ଚାଷୀ । ଏସବୁ ଭିତରେ ଚାଷୀ ନେତା ରାକେଶ ଟିକାୟତଙ୍କ ବଡ଼ ବୟାନ ସାମ୍ନାକୁ ଆସିଛି । ଚାଷୀ ଆନ୍ଦୋଳନ ଲମ୍ବା ସମୟ ଧରି ଜାରି ରହିବ। ସରକାର ଦାବି ନମାନିବା ଯାଏଁ ଆନ୍ଦୋଳନ ଜାରି ରହିବାନେଇ କହିଛନ୍ତି ଭାରତୀୟ କିଷାନ ୟୁନିୟନର ନେତା ରାକେଶ ଟିକାୟତ ।

ନୂଆ କୃଷି ଆଇନକୁ ବିରୋଧ କରି ଚାଷୀମାନେ ନଭେମ୍ବର ୨୬ ରୁ ଆନ୍ଦୋଳନ କରିଆସୁଛନ୍ତି । ଅନ୍ୟପଟେ ସରକାର ଓ ଚାଷୀଙ୍କ ମଧ୍ୟରେ ୧୧ରାଉଣ୍ଡ ଆଲୋଚନା ହୋଇସାରିଥିଲେ ମଧ୍ୟ ଏଯାଏଁ ବାହାରି ପାରୁନି ସମାଧାନ । ଏହାସହ ଆସନ୍ତା ୮ତାରିଖ ଦିନ ମହିଳା ମାନେ ଦେଶବ୍ୟାପି ଧାରଣାସ୍ଥଳକୁ ଓହ୍ଲାଇବେ। ଏହି ଦିବସକୁ ମହିଳା କୃଷକ ଦିବସ ଭାବେ ପାଳନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!