Masthead

କୃଷକଙ୍କ ଟ୍ରାକ୍ଟର ରାଲିକୁ ମିଳିଲା ଗ୍ରୀନ ସିଗନାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୃଷକଙ୍କ ଟ୍ରାକ୍ଟର ରାଲିକୁ ମିଳିଲା ଗ୍ରୀନ ସିଗନାଲ । ସର୍ତ୍ତମୂଳକ ଅନୁମତି ପ୍ରଦାନ କରିଛନ୍ତି ଦିଲ୍ଲୀ ପୋଲିସ । ସାଧାରଣତନ୍ତ୍ର ଦିବସରେ ଟ୍ରାକ୍ଟର ରାଲି କରିବେ କୃଷକ ସଂଗଠନ । ଏନେଇ ଦିଲ୍ଲୀ ପୋଲିସ ପକ୍ଷରୁ ମିଳିଛି ଗ୍ରୀନ ସିଗନାଲ । ଦିଲ୍ଲୀର ୫ଟି ରାସ୍ତା ଦେଇ ୧୦୦କିଲୋମିଟର ପର୍ଯ୍ୟନ୍ତ ଟ୍ରାକ୍ଟର ରାଲି କରିବା ପାଇଁ ଅନୁମତି ମିଳିଛି । ସିନ୍ଧୁ, ଗାଜିପୁର, ତିଖରି, ପଲୱାଲ, ଶାହାଜାହାନପୁରରୁ ଟ୍ରାକ୍ଟର ରାଲି ବାହାରିବ ।

ରାଲି ସରିବା ପରେ ନିଜ ସ୍ଥାନକୁ ଫେରିଯିବାକୁ ପୋଲିସ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । କେଉଁ ରୁଟ ଦେଇ ରାଲି ଯିବ ସେ ନେଇ ଆଜି ଲିଖିତ ଆକାରରେ ଜଣାଇବେ କୃଷକ ସଂଗଠନ । ରୁଟ ଚାଟ ଦେବା ପରେ ପୋଲିସ ତର୍ଜମା କରିବ ବୋଲି ବରିଷ୍ଠ ଅଧିକାରୀ କହିଛନ୍ତି । ରାଲିକୁ ସମ୍ପୂର୍ଣ୍ଣ ଶାନ୍ତି ପୂର୍ଣ୍ଣ ଭାବେ କରିବା ସହ କୌଣସି ସରକାରୀ କାର୍ଯ୍ୟ ବାଧା ପ୍ରାପ୍ତ ହେବ ନାହିଁ ବୋଲି କୃଷକ ସଂଗଠନ ପ୍ରତିଶୃତି ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ