Masthead

୩୦୬ ପ୍ରାର୍ଥୀଙ୍କ ଭାଗ୍ୟନିର୍ଦ୍ଧାରଣ ଆଜି

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଆଜି ଷଷ୍ଠ ପର୍ଯ୍ୟାୟ ମତଦାନ । କରୋନା ମହାମାରୀକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବଳୟ ଭିତରେ ଚାଲିଛି ମତଦାନ । ୩୦୬ ପାର୍ଥୀଙ୍କ ଭାଗ୍ୟନିର୍ଦ୍ଧାରଣ ଆଜି । ୪ ଟି ଜିଲ୍ଲାରେ ୪୩ ଟି ଆସନ ପାଇଁ ମତଦାନ ଚାଲିଛି । ସକାଳ ୭ଟାରୁ କଡ଼ା ସୁରକ୍ଷାର ବଳୟ ମଧ୍ୟରେ ଆରମ୍ଭ ହୋଇଛି ମତଦାନ । ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମୁକୁଲ ରାୟଙ୍କ ସମେତ ୩୦୬ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି ।

ପ୍ରାୟ ୧ କୋଟି ୪୦ ଲକ୍ଷରୁ ଅଧିକ ଭୋଟର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି । ସମସ୍ତ ୪୩ଟି ଆସନରେ ଟିଏମସି ଓ ବିଜେପି ନିର୍ବାଚନ ଲଢୁଛନ୍ତି । ୧୪ ହଜାର ୪୮୦ଟି ଭୋଟ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଛି । ସୁରକ୍ଷା ଦୃଷ୍ଟିରୁ ୧ ହଜାର ୭୧ କମ୍ପାନୀକୁ ମୁତୟନ କରାଯାଇଛି । ଆସନ୍ତା ୨୬ ଓ ୨୯ ଏପ୍ରିଲରେ ଅନ୍ତିମ ପର୍ଯ୍ୟାୟ ମତଦାନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା