Masthead

୨ ଝିଅକୁ ପେଟ୍ରୋଲ ଢାଳି ଜାଳିଦେଲା ବାପା

ପଞ୍ଜାବ (ବଡ଼ ଖବର ବ୍ୟୁରୋ): ୨ ଝିଅକୁ ପେଟ୍ରୋଲ ଢାଳି ଜାଳିଦେଲା ବାପା । ପଞ୍ଜାବର ହୋସିଆରପୁର ଜିଲା ପେରିଙ୍ଗ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ଦୁଇ ଝିଅଙ୍କୁ ପେଟ୍ରୋଲ ଢାଳି ପୋଡ଼ିଦେଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ନାବାଳିକା ଦ୍ୱୟ ଗୁରୁତର ଭାବେ ଆହତ ହୋଇଛନ୍ତି । ଅଭିଯୁକ୍ତ ବିଦ୍ୟାରାମଙ୍କୁ ପୋଲିସ ଗିରଫ କରିଛି। ଏହି ଘଟଣାକୁ ନେଇ ବିଦ୍ୟାରାମଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିଛନ୍ତି। ଆହତ ନାବାଳିକାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା