Masthead

୨ ଝିଅକୁ ପେଟ୍ରୋଲ ଢାଳି ଜାଳିଦେଲା ବାପା

ପଞ୍ଜାବ (ବଡ଼ ଖବର ବ୍ୟୁରୋ): ୨ ଝିଅକୁ ପେଟ୍ରୋଲ ଢାଳି ଜାଳିଦେଲା ବାପା । ପଞ୍ଜାବର ହୋସିଆରପୁର ଜିଲା ପେରିଙ୍ଗ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ଦୁଇ ଝିଅଙ୍କୁ ପେଟ୍ରୋଲ ଢାଳି ପୋଡ଼ିଦେଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ନାବାଳିକା ଦ୍ୱୟ ଗୁରୁତର ଭାବେ ଆହତ ହୋଇଛନ୍ତି । ଅଭିଯୁକ୍ତ ବିଦ୍ୟାରାମଙ୍କୁ ପୋଲିସ ଗିରଫ କରିଛି। ଏହି ଘଟଣାକୁ ନେଇ ବିଦ୍ୟାରାମଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିଛନ୍ତି। ଆହତ ନାବାଳିକାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ