Masthead

ବାପାକୁ ଫାଶୀ ପୁଅକୁ ଆଜୀବନ

କୁଚିଣ୍ଡା(ବଡ଼ ଖବର ବ୍ୟୁରୋ): କୁଚିଣ୍ଡା ଟ୍ରିପଲ ମର୍ଡର ମାମଲାରେ ବାପ ପୁଅଙ୍କୁ ଦଣ୍ଡାଦେଶଶୁଣାଇଲେ କୋର୍ଟ । ବାପା ନବୀନ ଦେହୁରୀଙ୍କୁୁ ଫାଶୀ ଓ ପୁଅ ହେମାନନ୍ଦକୁ ଆଜୀବନ ଜେଲ ଜେଲ ଦଣ୍ଡାଦେଶ ମିଳିଛି ।

୨୦୨୦ରେ ମହୁଲପାଲି ଥାନା ଲପଡା ଗାଁରେ ଘଟିଥିଲା ଟ୍ରିପଲ ମର୍ଡର । ଗୋଟିଏ ପରିବାରର ୩ଜଣଙ୍କୁ ହତ୍ୟା କରିଥିଲା ନବୀନ । ଏହି କାର୍ଯ୍ୟରେ ବାପାକୁ ସହଯୋଗ କରିଥିଲା ପୁଅ ହେମାନନ୍ଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ