Masthead

ବାପାକୁ ଫାଶୀ ପୁଅକୁ ଆଜୀବନ

କୁଚିଣ୍ଡା(ବଡ଼ ଖବର ବ୍ୟୁରୋ): କୁଚିଣ୍ଡା ଟ୍ରିପଲ ମର୍ଡର ମାମଲାରେ ବାପ ପୁଅଙ୍କୁ ଦଣ୍ଡାଦେଶଶୁଣାଇଲେ କୋର୍ଟ । ବାପା ନବୀନ ଦେହୁରୀଙ୍କୁୁ ଫାଶୀ ଓ ପୁଅ ହେମାନନ୍ଦକୁ ଆଜୀବନ ଜେଲ ଜେଲ ଦଣ୍ଡାଦେଶ ମିଳିଛି ।

୨୦୨୦ରେ ମହୁଲପାଲି ଥାନା ଲପଡା ଗାଁରେ ଘଟିଥିଲା ଟ୍ରିପଲ ମର୍ଡର । ଗୋଟିଏ ପରିବାରର ୩ଜଣଙ୍କୁ ହତ୍ୟା କରିଥିଲା ନବୀନ । ଏହି କାର୍ଯ୍ୟରେ ବାପାକୁ ସହଯୋଗ କରିଥିଲା ପୁଅ ହେମାନନ୍ଦ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା