Masthead

ଜାତୀୟ ପତାକାକୁ ଓଲଟା ଟଙ୍ଗାଇଲେ ସରପଞ୍ଚ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଦେଶ କାଲି ୭୫ତମ ସ୍ୱାଧିନତାର ଦିବସ ପାଳୁଥିବା ବେଳେ ଜାତୀୟ ପତାକାକୁ ଓଲଟା ଟଙ୍ଗାଇ ପତକା ଉତ୍ତଳନ କରି ବିବାଦରେ ଜଣେ ମହିଳା ସରପଞ୍ଚ । ଏମିତି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଖଦାଳପୋଖରୀ ପଞ୍ଚାୟତରେ ।

ଭାରତୀୟ ସମ୍ବିଧାନର ଆଇନକୁ ଅସମ୍ମାନ କରିବାରୁ ଉକ୍ତ ସରପଞ୍ଚଙ୍କ ନାମରେ ବାଂଶଡା ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ସରପଞ୍ଚଙ୍କ କହିବା କଥା କେହି ଅସାମାଜିକ ବ୍ୟକ୍ତି ମତେ ଫସାଇବା ପାଇଁ ଜାତୀୟ ପତାକାକୁ ଓଲଟା ଲଗାଇ ଦେଇଛି। ଏହାର ତଦନ୍ତ ପାଇଁ ଦୃଢ଼ କାର୍ୟ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ