Masthead

ଖୁବ ଶୀଘ୍ର ରିଲିଜ ହେବ ଫିଲ୍ମ ‘କୁଶି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ); ଅଭିନେତା ବିଜୟ ଦେବରକୋଣ୍ଡା ଓ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୂଙ୍କ ଆଗାମୀ ଫିଲ୍ମ ‘କୁଶି’ ରିଲିଜ ହେବା ପାଇଁ ସମ୍ପୁର୍ଣ୍ଣ ପ୍ରସ୍ତୁତ ଅଛି । ଏହି ରୋମାଣ୍ଟିକ ଫିଲ୍ମକୁ ଦେଖିବା ପାଇଁ ଫ୍ୟାନ୍ସମାନେ ଉତ୍ସାହର ସହ ଅପେକ୍ଷା କରିଛନ୍ତି । ଶୀଘ୍ର ହିଁ ଫିଲ୍ମର ଟ୍ରେଲର ରିଲିଜ ହେବାକୁ ଯାଉଛି । ଏବେ ‘କୁଶି’ର ଦର୍ଶକମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି ।

କୁହାଯାଉଛି ଯେ ଫିଲ୍ମଟି କୁ ସେନ୍ସର ବୋର୍ଡ ଟ୍ରେଲର ରିଲିଜ ପାଇଁ ଅନୁମତି ଦେଇଦେଇଛି । ଶିବ ନିର୍ବାଣ ଦ୍ୱାରା ନିଦେ୍ର୍ଦଶିତ ଏହି ଫିଲ୍ମ ଏହି ଫିଲ୍ମଟି ଦର୍ଶକମାନଙ୍କୁ ଖୁବ ପସନ୍ଦ ଆସିବ ବୋଲି କୁହାଯାଉଛି । ଫିଲ୍ମ ‘କୁଶି’ ଜମ୍ମୁ-କାଶ୍ମୀରରେ ରହୁଥିବା ଜଣେ ସୈନିକ ଏବଂ ଜଣେ ସାଧାରଣ ଝିଅର ପ୍ରେମ କାହାଣୀ ଉପରେ ଆଧାରିତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’