Masthead

କଟିଲା ଲାଇନ, ଚୁପ ରହିଲେ ମନ୍ତ୍ରୀ

ପୁରୀ (ବଡ଼ ଖବର ବ୍ୟୁରୋ):  ରଥଯାତ୍ରା ପ୍ରସ୍ତୁତି ନେଇ ସରିଲା ଶେଷ ସମନ୍ୱୟ ବୈଠକ । ମୁଖ୍ୟମନ୍ତ୍ରୀ ଭିସିରେ ରହିବା ପୂର୍ବରୁ ସମସ୍ତ ବିଭାଗର ଅଧିକାରୀ ଓ ମନ୍ତ୍ରୀ ଟାଉନହଲରେ ଯୋଗଦେଇଥିଲେ । ଶକ୍ତିମନ୍ତ୍ରୀ ପ୍ରତାପ ଦେବ ଟାଉନହଲରେ ପହଞ୍ଚିବା ପରେ ବିଦୁ୍ୟତ ଚାଲିଯାଇଥିଲା । ଲୋକେ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଥିଲେ ମଧ୍ୟ ମନ୍ତ୍ରୀ ମୁହଁ ଖୋଲିନଥିଲେ । ସେପଟେ ବୈଠକରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫ୍ରେନ୍ସ ମାଧ୍ୟମରେ ଉପସ୍ଥିତ ରହି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସ୍ଵାସ୍ଥ୍ୟ, ପରିମଳ ବ୍ୟବସ୍ଥା, ରାସ୍ତାଘାଟ, ବିଦ୍ୟୁତ ସମସ୍ୟା, ଶାନ୍ତି ଶୃଙ୍ଖଳା, ପାନୀୟ ଜଳଯୋଗାଣ ଓ ରେଳ ଚଳାଚଳ ଉପରେ ଏହି ବୈଠକରେ ଆଲୋଚନା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ