Masthead

‘ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ଦାୟିତ୍ୱ’

ପୁରୀ (ବଡ଼ ଖବର ବ୍ୟୁରୋ):  ରଥଯାତ୍ରା ପ୍ରସ୍ତୁତି ନେଇ ସରିଲା ଶେଷ ସମନ୍ୱୟ ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫ୍ରେନ୍ସ ମାଧ୍ୟମରେ ଉପସ୍ଥିତ ରହି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସ୍ଵାସ୍ଥ୍ୟ, ପରିମଳ ବ୍ୟବସ୍ଥା, ରାସ୍ତାଘାଟ, ବିଦ୍ୟୁତ ସମସ୍ୟା, ଶାନ୍ତି ଶୃଙ୍ଖଳା, ପାନୀୟ ଜଳଯୋଗାଣ ଓ ରେଳ ଚଳାଚଳ ଉପରେ ଏହି ବୈଠକରେ ଆଲୋଚନା କରାଯାଇଛି । ଶୃଙ୍ଖଳିତ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି । ରଥଯାତ୍ରା ସୁରୁଖୁରୁରେ ଶେଷ କରିବା ଆମ ଦାୟିତ୍ୱ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଭକ୍ତମାନେ ଭଲ ଅନୁଭୂତି ନେଇ ଫେରିବା ଉପରେ ଦୃଷ୍ଟି ଦେବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ