Masthead

କଟିଲା ଲାଇନ, ଚୁପ ରହିଲେ ମନ୍ତ୍ରୀ

ପୁରୀ (ବଡ଼ ଖବର ବ୍ୟୁରୋ):  ରଥଯାତ୍ରା ପ୍ରସ୍ତୁତି ନେଇ ସରିଲା ଶେଷ ସମନ୍ୱୟ ବୈଠକ । ମୁଖ୍ୟମନ୍ତ୍ରୀ ଭିସିରେ ରହିବା ପୂର୍ବରୁ ସମସ୍ତ ବିଭାଗର ଅଧିକାରୀ ଓ ମନ୍ତ୍ରୀ ଟାଉନହଲରେ ଯୋଗଦେଇଥିଲେ । ଶକ୍ତିମନ୍ତ୍ରୀ ପ୍ରତାପ ଦେବ ଟାଉନହଲରେ ପହଞ୍ଚିବା ପରେ ବିଦୁ୍ୟତ ଚାଲିଯାଇଥିଲା । ଲୋକେ ମନ୍ତ୍ରୀଙ୍କୁ ପ୍ରଶ୍ନ ପଚାରିଥିଲେ ମଧ୍ୟ ମନ୍ତ୍ରୀ ମୁହଁ ଖୋଲିନଥିଲେ । ସେପଟେ ବୈଠକରେ ମୁଖ୍ୟମନ୍ତ୍ରୀ ଭିଡ଼ିଓ କନଫ୍ରେନ୍ସ ମାଧ୍ୟମରେ ଉପସ୍ଥିତ ରହି ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସ୍ଵାସ୍ଥ୍ୟ, ପରିମଳ ବ୍ୟବସ୍ଥା, ରାସ୍ତାଘାଟ, ବିଦ୍ୟୁତ ସମସ୍ୟା, ଶାନ୍ତି ଶୃଙ୍ଖଳା, ପାନୀୟ ଜଳଯୋଗାଣ ଓ ରେଳ ଚଳାଚଳ ଉପରେ ଏହି ବୈଠକରେ ଆଲୋଚନା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ