Masthead

ୟୁଜି ପିଜି ପରୀକ୍ଷା ନେଇ ଆଜି ଆସିବ ଚୂଡ଼ାନ୍ତ ନିଷ୍ପତ୍ତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୟୁଜି ଓ ପିଜି ଫାଇନାଲ ସେମିଷ୍ଟାର ପରୀକ୍ଷା ନେଇ ଆଜି ଅନୁଷ୍ଠିତ ହେବ କୁଳପତି ସମ୍ମିଳନୀ । ଆଜିର ଏହି ବୈଠକରେ ଚୂଡାନ୍ତ ନିଷ୍ପତି ନିଆଯାଇପାରେ । ଭର୍ଚୁଆଲ ମାଧ୍ୟମରେ ବସିବ ବୈଠକ । ବୈଠକରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସଚିବ ଓ କୁଳପତି ମାନେ ଯୋଗ ଦେବେ । ଜୁନ ୧୨ ତାରିଖରେ ଅନୁଷ୍ଠିତ ହୋଇଥିବା କୁଳପତି ସମ୍ମିଳନୀରେ ୟୁଜି ଓ ପିଜି ପରିକ୍ଷା ହେବା ନେଇ ନିଷ୍ପତି ନିଆଯାଇଥିଲା ।

ତେବେ ପରୀକ୍ଷା ଅନଲାଇନରେ ହେବା ନା ଅଫଲାଇନରେ ହେବ ସେ ନେଇ ବିଶ୍ୱବିଦ୍ୟାଳୟ ଗୁଡିକ କଲେଜ ମାନଙ୍କ ସହ ଆଲୋଚନା କରିଛନ୍ତି । ଆଜିର ଏହି ବୈଠକରେ କୁଳପତି ମାନେ ମତ ରଖିବା ପରେ ପରୀକ୍ଷା କିପରି ହେବ ସେନେଇ ନିଷ୍ପତି ନିଆଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା