Masthead

ରିଲିଜ ହେଲା ଫିଲ୍ମ ‘ଦେବରା’ର ପ୍ରଥମ ଲୁକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୈଫ ଅଲି ଖାନଙ୍କ ଜନ୍ମ ଦିନ ଅବସରରେ ଜୁନିୟର ଏନଟିଆର ଫିଲ୍ମ ‘ଦେବରା’ରୁ ସୈଫଙ୍କ ପ୍ରଥମ ଲୁକ ରିଲିଜ କରିଛନ୍ତି । ଏହା ଏକ ସାଉଥ ଫିଲ୍ମ ଯେଉଁଥିରେ ଜୁନିଅର ଏନଟିଆର ଏବଂ ଜାହ୍ନବି କପୁର ମୁଖ୍ୟ ଭୂମିକାରେ ନଜର ଆସିବେ । ଏହି ଲୁକରେ ସୈଫଙ୍କ ଦମଦାର ଅନ୍ଦାଜ ଦେଖିବାକୁ ମିଳିଛି । ସୈଫ ବର୍ତ୍ତମାନ ଟ୍ୱିଟରରେ ଟ୍ରେଣ୍ଡରେ ଅଛନ୍ତି । ଫ୍ୟାନ୍ସମାନେ ସୈଫଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ଫିଲ୍ମ ‘ଦେବରା’ର ପ୍ରଥମ ଲୁକକୁ ମଧ୍ୟ ଖୁବ ପ୍ରଶଂସା କରିଛନ୍ତି । ଲଗାତାର ଭାବେ ପୂର୍ବ ଫିଲ୍ମ ଗୁଡିକରେ ସୈଫଙ୍କ ଭିନ୍ନ ଭିନ୍ନ ଲୁକ ଦେଖିବାକୁ ମିଳିଥିଲା । ସାଉଥର ବଡ ବଡ ପ୍ରୋଜେକ୍ଟରେ ମଧ୍ୟ ସୈଫଙ୍କୁ ଦେଖିବାକୁ ମିଳୁଛି । ପ୍ରଥମଥର ପାଇଁ ଜୁନିୟର ଏନଟିଆର ଓ ସୈଫ ଏକାଠି ନଜର ଆସିବେ । କୁହାଯାଉଛି ଫିଲ୍ମଟି ଖୁବ ଲୋକପ୍ରୟତା ହାସଲ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା