Masthead

ପ୍ରଥମ ଚନ୍ଦ୍ରଗ୍ରହଣ ମେ’୫ରେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୫ରେ ହେବ ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ । ଭାରତୀୟ ସମୟ ରାତି ୮ଟା ୪୪ମିନିଟରେ ଗ୍ରହଣ ଆରମ୍ଭ ହୋଇ ରାତି ୧୦ ଟା ୫୨ରେ ଏହା ସମ୍ପୂର୍ଣ୍ଣ ଚନ୍ଦ୍ର ଉପଛାୟାରେ ପ୍ରବେଶ କରିବେ । ଏହି ଗ୍ରହଣ ଏସିଆ, ଅଷ୍ଟ୍ରେଲିଆ, ଆଫ୍ରିକା, ପ୍ରଶାନ୍ତମାହାସାଗର, ଭାରତ ମହାସାଗର ଏବଂ ଆଣ୍ଟାର୍କଟିକାର କିଛି ଅଞ୍ଚଳରେ ଦୃଶ୍ୟମାନ ହେବ । ଭାରତରେ ଏହି ଗ୍ରହଣ ଦୃଶ୍ୟମାନ ହେଲେ ବି ଏହା ଖାଲି ଆଖିରେ ଦେଖାଯିବ ନାହିଁ ବୋଲି ପଠାଣିସାମନ୍ତ ପ୍ଲାନେଟୋରିୟମ ଉପନେର୍ଦେଶକ ଡ଼. ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି । .

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା