Masthead

ଆଜି ଶେଷ ହେବ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଶେଷ ହେଉଛି ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ । ଆଜି ବି ସରଗରମ ରହିବ ଗୃହ । ବିଜେପି କର୍ମୀଙ୍କୁ ପୋଲିସ ଗିରଫ ପ୍ରତିବାଦରେ ବିଜେପି ବିଧାୟକ ଏ ପ୍ରସଙ୍ଗ ଉଠାଇ ଗୃହରେ ହଟ୍ଟଗୋଳ କରିପାରନ୍ତି ।

ଆଜି ପ୍ରଶ୍ନକାଳରେ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା, କୃଷି କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା,ସମବାୟ,ମତ୍ସ୍ୟ ଓ ପଶୁ ସମ୍ପଦ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରହିଛି। ଗତକାଲି ବିଜେପି ଯୁବ ମୋର୍ଚ୍ଚାର ହଜାର ହଜାର କର୍ମିୀ ଲୋୟର ପିଏମଜିରେ ବିକ୍ଷୋଭ କରିଥିଲେ । ଅନେକ ବିଜେପି କର୍ମୀଙ୍କୁ ପୋଲିସ ଗିରଫ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ