Masthead

ଆଜି ଶେଷ ହେବ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଶେଷ ହେଉଛି ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ । ଆଜି ବି ସରଗରମ ରହିବ ଗୃହ । ବିଜେପି କର୍ମୀଙ୍କୁ ପୋଲିସ ଗିରଫ ପ୍ରତିବାଦରେ ବିଜେପି ବିଧାୟକ ଏ ପ୍ରସଙ୍ଗ ଉଠାଇ ଗୃହରେ ହଟ୍ଟଗୋଳ କରିପାରନ୍ତି ।

ଆଜି ପ୍ରଶ୍ନକାଳରେ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା, କୃଷି କୃଷକ ସଶକ୍ତିକରଣ, ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା,ସମବାୟ,ମତ୍ସ୍ୟ ଓ ପଶୁ ସମ୍ପଦ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରହିଛି। ଗତକାଲି ବିଜେପି ଯୁବ ମୋର୍ଚ୍ଚାର ହଜାର ହଜାର କର୍ମିୀ ଲୋୟର ପିଏମଜିରେ ବିକ୍ଷୋଭ କରିଥିଲେ । ଅନେକ ବିଜେପି କର୍ମୀଙ୍କୁ ପୋଲିସ ଗିରଫ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା