Masthead

ବଦଳିଲା ଇମ୍ରାନଙ୍କ ଠିକଣା, ଭାଇରାଲ ହେଲା ଜେଲ ଭିତରର ପ୍ରଥମ ଫଟୋ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ ଗିରଫ ହୋଇଛନ୍ତି। ଗିରଫ ପରେ ପାକିସ୍ତାନରେ ବଡ଼ ଅପ୍ରିତୀକର ପରିସ୍ଥିତି ସୃଷ୍ଟି ହେଇଛି। ଇମ୍ରାନଙ୍କ ସମର୍ଥନରେ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇ ପ୍ରତିବାଦ ଆରମ୍ଭ କରିଦେଇଛନ୍ତି। ଏହାରି ଭିତରେ ସାମ୍ନାକୁ ଆସଛି ଇମ୍ରାନଙ୍କ ଜେଲ ଭିତରର ପ୍ରଥମ ଫଟୋ । ଯେଉଁଥିରେ ସେ ନିରାଶ ଥିବା ଦେଖିବାକୁ ମିଳିଛି ।

ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଇମ୍ରାନ ଖାନ୍ ଇସଲାମାବାଦ ହାଇକୋର୍ଟ ଯାଇଥିବା ବେଳେ କୋର୍ଟ ପରିସରରୁ ତାଙ୍କୁ ଉଠାଇ ନିଆଯାଇଥିଲା। ପରେ ପାକିସ୍ତାନ ଅଶାନ୍ତ ହୋଇପଡ଼ିଥିଲା। କରାଚୀ, ଲାହୋର, ଇସଲାମାବାଦ ଓ ରାୱଲପିଣ୍ଡି ସମେତ ସମସ୍ତ ପ୍ରମୁଖ ସହରରେ ବ୍ୟାପକ ହିଂସା ଓ ପୋଡ଼ାଜଳା ଦେଖିବାକୁ ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି