Masthead

ଚନ୍ଦ୍ରଭାଗାରେ ପ୍ରଥମ ସୂର୍ଯ୍ୟୋଦୟ

କୋଣାର୍କ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆରମ୍ଭ ନୂଆ ବର୍ଷ ୨୦୨୧ । ପୁରୁଣା ବର୍ଷକୁ ବିଦାୟ ଦେଇ ନୂଆ ବର୍ଷକୁ ସ୍ୱାଗତ କରୁଛନ୍ତି ବିଶ୍ୱବାସୀ । ନୂଆ ଆଶା, ନୂଆ ବିଶ୍ୱାସ ଓ ନୂଆ ଆକାଂକ୍ଷା ନେଇ ନୂଆ ବର୍ଷର ପ୍ରଥମ ସୂର୍ଯ୍ୟ ଉଦୟ ଦେଖିବାକୁ ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି । କୋଣାର୍କ ଚନ୍ଦ୍ରଭାଗାରେ ସୂର୍ଯ୍ୟଙ୍କ ଆବିର୍ଭାବ ହୋଇଥିବା ଯୋଗୁଁ ହଜାର ହଜାର ପର୍ଯ୍ୟଟକଙ୍କ ଏଠି ସମାଗମ ହୋଇଥିଲା । ନାଇଟ ସେଲିବ୍ରେସନ ବନ୍ଦ ରହିବା ସହିତ ନାଇଟ କର୍ଫ୍ୟୁ ଜାରି ରହିଥିଲା । ସକାଳୁ ନାଇଟ କର୍ଫ୍ୟୁ ହଟିବା ପରେ ଚନ୍ଦ୍ରଭାଗାରେ ପର୍ଯ୍ୟଟକଙ୍କ ଭିଡ ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ