Masthead

ମଦ ମାଫିଆଙ୍କ ଉପରେ ଫ୍ଲାଇଙ୍ଗ ସ୍କ୍ୱାଡ ଭାରି

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲାରେ ଅବାଧ ନିରପେକ୍ଷ ନିର୍ବାଚନ କରିବା ପାଇଁ ଜିଲା ପ୍ରଶାସନର ଜୋରଦାର ଚେଷ୍ଟା ଜାରି ରହିଛି। ଏଥିପାଇଁ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ନାକା ଲଗାଇ ଗାଡିମୋଟର ଯାଞ୍ଚ କରାଯାଉଛି। ରବିବାର ଫ୍ଲାଇଙ୍ଗ ସ୍କ୍ୱାଡ୍ ପକ୍ଷରୁ ଭବାନୀପାଟଣା ହିଲ ଟାଉନ ପାଖରେ ଗାଡିମୋଟର ଯାଞ୍ଚ କରାଯାଉଥିବା ସମୟରେ ଏକ କାରରୁ ୩୮୮.୮୦୦ ଲିଟର ବିଭିନ୍ନ ପ୍ରକାର ବିଦେଶୀ ମଦ, ନଗଦ ୩୦ ହଜାର ୫୫୦ ଟଙ୍କା ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ୨ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଏ ନେଇ ଭବାନୀପାଟଣା ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି