Masthead

କମୁଛି ଶୀତ ବଢୁଛି କୁହୁଡି

ଭୁବନେଶ୍ୱର (ବଡ଼ ଖବର): ରାଜ୍ୟରେ କମିଛି ଶୀତ କିନ୍ତୁ ସକାଳୁ ସକାଳୁ ଅନେକ ସ୍ଥାନରେ ପ୍ରବଳ କୁହୁଡି ଦେଖିବାକୁ ମିଳିଛି । ପାଣିପାଗ ବିଭାଗ ପକ୍ଷରୁ କୁହୁଡି ନେଇ ୭ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କଟକ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ । ସେପଟେ ଆଭ୍ୟନ୍ତରୀଣ ଓଡିଶାରେ ଆଗାମୀ ୨ ଦିନ ମଧ୍ୟରେ ପାରଦ ଖସିବା ସହ ଶୀତ ଫେରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି