କମୁଛି ଶୀତ ବଢୁଛି କୁହୁଡି

ଭୁବନେଶ୍ୱର (ବଡ଼ ଖବର): ରାଜ୍ୟରେ କମିଛି ଶୀତ କିନ୍ତୁ ସକାଳୁ ସକାଳୁ ଅନେକ ସ୍ଥାନରେ ପ୍ରବଳ କୁହୁଡି ଦେଖିବାକୁ ମିଳିଛି । ପାଣିପାଗ ବିଭାଗ ପକ୍ଷରୁ କୁହୁଡି ନେଇ ୭ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଅନୁଗୁଳ, ବୌଦ୍ଧ, କନ୍ଧମାଳ, ରାୟଗଡା, କଟକ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ । ସେପଟେ ଆଭ୍ୟନ୍ତରୀଣ ଓଡିଶାରେ ଆଗାମୀ ୨ ଦିନ ମଧ୍ୟରେ ପାରଦ ଖସିବା ସହ ଶୀତ ଫେରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ