Masthead

ନିଆଁ ଲଗାଇଲେ ଦୁବୃର୍ତ୍ତ, ଜଙ୍ଗଲ ଜଳି ଛାରଖାର

ସାହାରାପଡ଼ା(ବଡ଼ ଖବର ବ୍ୟୁରୋ):  ଜଙ୍ଗଲରେ ନିଆଁ ଲଗାଇ ଦେଲେ ଦୁର୍ବୁତ୍ତ । କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ଖଜୁରୀଡିହା ଗ୍ରାମ୍ୟ ଜଙ୍ଗଲ ଜଳି ଛାରଖାର ହୋଇଯାଇଛି । ବିଳମ୍ବିତ ରାତିରେ କେହି ଦୁର୍ବୁତ୍ତ ନିଆଁ ଲଗାଇ ଦେଇଥିବାରୁ ଅନେକ ମୂଲ୍ୟବାନ ଗଛ ଜଳିପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ଘଟଣାସ୍ଥଳରେ ପାଟଣା ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା