Masthead

ଅମ୍ଳଜାନ ଆବଣ୍ଟନ ପାଇଁ ୧୨ ଜଣିଆ ଜାତୀୟ ଟାସ୍କଫୋର୍ସ ଗଠନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କରୋନାର ୨ୟ ଲହର ସାରା ଦେଶର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ବିପର୍ୟ୍ୟସ୍ତ କରିଦେଇଛି । ଅମ୍ଳଜାନ ଅଭାବରୁ ପ୍ରତିଦିନ ହଜାର ହଜାର ସଂକ୍ରମିତ ପ୍ରାଣ ହରାଉଛନ୍ତି। କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ସଠିକ୍‌ ଭାବରେ ଅମ୍ଳଜାନ ଯୋଗାଇବାରେ ବିଫଳ ହୋଇଛନ୍ତି । ଏଥିପାଇଁ ସର୍ବୋଚ୍ଚ ନ୍ୟାୟାଳୟ ଶନିବାର ଜାତୀୟ ଟାସ୍କଫୋର୍ସ ଗଠନ କରିଛନ୍ତି । ଏଥିରେ ୧୨ ଜଣ ସଦସ୍ୟ ରହିଛନ୍ତି। ରାଜ୍ୟଗୁଡ଼ିକୁ ଅମ୍ଳଜାନ ଆବଣ୍ଟନ ଦାୟିତ୍ଵ ଏହି ୧୨ ଜଣିଆ ଜାତୀୟ ଟାସ୍କଫୋର୍ସକୁ ଦିଆଯାଇଛି।

ଏହି ଟାସ୍କଫୋର୍ସ ଅମ୍ଳଜାନ ଆବଣ୍ଟନ ଲାଗି ଦରକାର ପଡ଼ୁଥିବା ମାନବ ସମ୍ବଳ କେନ୍ଦ୍ର ସରକାରଙ୍କଠାରୁ ନେବ ବୋଲି ସୁପ୍ରିମକୋର୍ଟ କହିଛନ୍ତି । ଏଥିଲାଗି ଟାସ୍କଫୋର୍ସକୁ ସମସ୍ତ ସ୍ବାଧୀନତା ଦିଆଯାଇଛି। ମହାମାରୀ ସମୟରେ ଜାତୀୟ ସ୍ତରରେ ଜନସ୍ବାସ୍ଥ୍ୟ ସେବାକୁ ଯେପରି ସହଜ କରିହେବ ତାହାକୁ ଦୃଷ୍ଟିରେ ରଖି ଏହି ଟାସ୍କଫୋର୍ସ ଗଠନ କରାଯାଇଥିବା ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି