Masthead

କଂଗ୍ରେସ ସଭାପତିଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ କରି ପୂର୍ବତନ ମନ୍ତ୍ରୀଙ୍କ ଇସ୍ତଫା

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ । କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା । ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ । ତାଙ୍କ ସହିତ ମଧ୍ୟ ଢେଙ୍କାନାଳ ପୂର୍ବତନ ଜିଲ୍ଲା ସଭାପତି ସରୋଜ ପଟ୍ଟନାୟଙ୍କ ଇସ୍ତଫା ଦେଇଛନ୍ତି । ଟାଉନ କଂଗ୍ରେସ ସଭାପତି ହାଇଦର ମହମ୍ମଦ ଓ ସଦର ବ୍ଲକ ସଭାପତି ଅଖିଳ ମୋହନ ଖୁଣ୍ଟିଆ, ଓଡାପଡା ବ୍ଲକ କଂଗ୍ରେସ ସଭାପତି ପ୍ରମୋଦ କୁମାର ନାୟକ ମଧ୍ୟ ଇସ୍ତଫା ଦେଇଛନ୍ତି । କଂଗ୍ରେସ ସଭାପତିଙ୍କ ମନମୁଖୀ କାର୍ଯ୍ୟକୁ ବିରୋଧ କରି ଇସ୍ତଫା ଦେଇଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ