Masthead

ଏଥିପାଇଁ ହାରିଲା ବିଜେଡି, କାରଣ କହିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡି ପରାଜୟକୁ ନେଇ ମୁହଁ ଖୋଲିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ । ଭୁଲ୍‌ ବୁଝାମଣାରୁ ନିର୍ବାଚନରେ ବିଜେଡି ହାରିଲା କହିଲେ ପ୍ରଭାତ । ଚୌଦ୍ୱାରରେ ଏକ ସମ୍ବର୍ଦ୍ଧନା ଉତ୍ସବରେ ପ୍ରଭାତ ବିଶ୍ୱାଳଙ୍କ ମନ୍ତବ୍ୟ । ପ୍ରଭାତ ବିଶ୍ୱାଳ କହିଛନ୍ତି, ଭୁଲ୍‌ ବୁଝାମଣା ଯୋଗୁ ନିର୍ବାଚନରେ ବିଜେଡି ହାରିଛି।

ସେ ଆହୁରି କହିଛନ୍ତି, କେଉଁଠି ନା କେଉଁଠି ଆଣ୍ଟି ଇନ୍‌କମ୍ବାନ୍‌ସୀ ଏକ ବଡ଼ ଫ୍ୟାକ୍ଟର ଭାବେ କାମ କରିଛି। ନବୀନ ପଟ୍ଟନାୟକ ନିର୍ମଳ ଭାବମୂର୍ତ୍ତି ପାଇଁ ଦୀର୍ଘଦିନ କାମ କଲେ। କିନ୍ତୁ ଦଳ ଭିତରେ କିଛି ଭୁଲ୍‌ ବୁଝାମଣା ପାଇଁ ଦଳର ଆଜି ଏହି ଅବସ୍ଥା ହୋଇଛି। ଆମେ ଦଳ ପାଇଁ ଦିନ ରାତି ବହୁ ପରିଶ୍ରମ କରିଛୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ