Masthead

ପ୍ରକଳ୍ପ କାର୍ଯ୍ୟ ଅନିୟମିତତାକୁ ନେଇ ହାଇକୋର୍ଟ ଗଲେ ପୂର୍ବତନ ଉପାଧ୍ୟକ୍ଷ

ପିପିଲି (ବଡ଼ ଖବର ବ୍ୟୁରୋ): ପ୍ରକଳ୍ପ କାର୍ଯ୍ୟ ଅନିୟମିତତାକୁ ନେଇ ହାଇକୋର୍ଟଙ୍କ ଦ୍ଵାରାସ୍ଥ ହେଲେ ପିପିଲି ଏନଏସିର ପୂର୍ବତନ ଉପାଧ୍ୟକ୍ଷ । କୋର୍ଟ ଅଭିଯୋଗକୁ ବିଚାର ପାଇଁ ଗ୍ରହଣ କରି କାର୍ଯ୍ୟାଦେଶ ଉପରେ ରହିତାଦେଶ ଜାରି କରିଛନ୍ତି ।

୬ ସପ୍ତାହ ମଧ୍ୟରେ ନିୟମ ଅନୁଯାୟୀ କିପରି କାର୍ଯ୍ୟ କରିବେ ତାର ସବିଶେଷ ତଥ୍ୟ ପ୍ରଦାନ କରିବାକୁ କୋର୍ଟ ନିର୍ଦେଶ ଦେଇଛନ୍ତି । ପିପିଲି ଏନଏସିର ବିଭିନ୍ନ କାମକୁ ସ୍ଥାନୀୟ ବିଜେଡି କର୍ମୀଙ୍କ ଲାଭାଂଶ ଦେବା ଉଦ୍ଦେଶ୍ୟରେ ବ୍ଲକ ଜରିଆରେ କରିବା ପାଇଁ ପିଡିଙ୍କ ହିନ ଉଦ୍ୟମ ବୋଲି ଜିଲ୍ଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ