Masthead

ଅତ୍ୟାଧୁନିକ ବସ୍ ଟର୍ମିନାଲର ଶିଳାନ୍ୟାସ

ଭୁବନେଶ୍ୱର (ବଡ଼ ଖବର): କଟକ ଖାନନଗରରେ ଅତ୍ୟାଧୁନିକ ବସ୍ ଟର୍ମିନାଲର ହେବ ଶିଳାନ୍ୟାସ । ନେତାଜୀ ସୁବାସ ଚନ୍ଦ୍ର ବୋଷଙ୍କ ନାମରେ ହେବାକୁ ଥିବା ଆନ୍ତର୍ଜାତୀୟ ବସ ଟର୍ମିନାଲର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଆଜି ପ୍ରଥମେ ସେ ନେତାଜୀଙ୍କ ଜନ୍ମସ୍ଥାନ ଜାନକିନାଥ ଭବନ ଯାଇ ସେଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇବେ । ଆଜି ୧୧ଟା ସମୟରେ ମୁଖ୍ୟମନ୍ତ୍ରୀ କଟକରେ ଏହି କାର୍ଯ୍ୟକ୍ରମର ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ୧୨ଏକର ଜମିରେ ଏହି ଅତ୍ୟାଧୁନିକ ବସ ଟର୍ମିନାଲ ତିଆରି ହେବ । ବସ୍ ଟର୍ମିନାଲ ପାଇଁ ଖର୍ଚ୍ଚ ହେବ ୬୫ କୋଟି ଟଙ୍କା । ନେତାଜୀ ବସ୍ ଟର୍ମିନାଲ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ଅବସରରେ ସହରରେ ହୋଡିଂମାନ ଲଗାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ