Masthead

ମୌସୁମୀ ଅଧିବେଶନର ଚତୁର୍ଥ ଦିନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ମୌସୁମୀ ଅଧିବେଶନର ଚତୁର୍ଥ ଦିନ । ମହିଳା ଓ ଶିଶୁ ବିକାଶ, ବିଜ୍ଞାନ ଓ କାରିଗର, ବୟନ ଶିଳ୍ପ, ମିଶନ ଶକ୍ତି, ଦକ୍ଷତାବିକାଶ ଓ ବୈଷୟିକ ଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ଓ ସଶକ୍ତିକରଣ ଓ ସରକାରୀ ଉଦ୍ୟୋଗର ପ୍ରଶ୍ନକାଳ ରହିଛି ।

ଦୁଇ ବିରୋଧୀ ପ୍ରସଙ୍ଗ ନେଇ , ମୁହାଁମୁହିଁ ହୋଇଛନ୍ତି । ଯାହାକୁ ନେଇ ଗୃହରେ ଅଚଳାବସ୍ଥା ଜାରୀ ରହିଥିଲା ।‌ ସର୍ବଦଳୀୟ ବୈଠକ ପରେ ଏହାର ସମାଧାନର ବାଟ ବାହାରିଛି । ହେଲେ ପ୍ରଶ୍ନକାଳ ,ଶୂନ୍ୟକାଳରେ ଚାଲିବ କି ନାହିଁ ତାହା ଉପରେ ନଜର। କାରଣ ତିନି ଦିନ ଧରି ବିରୋଧୀ ଗୃହରେ ହଟଗୋଳ କରୁଥିବାରୁ ବାଚସ୍ପତି ଗୃହକୁ ବାରମ୍ବାର ମୂଲତବୀ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ