Masthead

ବଗିକୁ ଛାଡି ଟ୍ରେନ ଛୁ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): କେସିଙ୍ଗା ରେଳଷ୍ଟେସନରେ ଅଧାରୁ ଅଲଗା ହେଲା ମାଲବାହୀ ଟ୍ରେନ । ପ୍ରାୟ ୩୦ମିଟର ଅଲଗା ହେଲା ମାଲବାହୀ ଟ୍ରେନ । ଆଲୁମିନିୟମ ବୋଝେଇ କରି ଦାମନଯୋଡିରୁ ଅନୁଗୁଳ ଯାଉଥିଲା ଟ୍ରେନ । ଡ୍ରାଇଭରଙ୍କ ଉପସ୍ଥିତ ବିଦ୍ଧି ଯୋଗୁଁ ଏକ ବଡ ଦୁର୍ଘଟଣାରୁ ବର୍ତ୍ତି ଯାଇଛି । ଘଟଣା ସ୍ଥଳରେ ସ୍ଥାନୀୟ ରେଳ ବିଭାଗ ପହଞ୍ଚିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ