Masthead

ସରିଲା ଅନ୍ତିମ ସଂସ୍କାର, ପହଞ୍ଚିଲେ ଶେହନାଜ ଗିଲ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ବିଦାୟ ନେଲେ ସିଦ୍ଧାର୍ଥ ଶୁକ୍ଳା । ଆଜି ଭୀଷଣ ବର୍ଷା ମଧ୍ୟରେ ତାଙ୍କର ଅନ୍ତିମ ସଂସ୍କାର ଶେଷ ହୋଇଛି । ତାଙ୍କୁ ଅନ୍ତିମ ବିଦାୟ ଦେବା ପାଇଁ ତାଙ୍କର ଅନେକ ପ୍ରଶଂସକଙ୍କ ଭିଡ଼ ଜମିଥିଲା । ତେବେ ସିଦ୍ଧାର୍ଥଙ୍କୁ ଅନ୍ତିମ ବିଦାୟ ଦେବାକୁ ସେଠାରେ ପହଞ୍ଚିଛନ୍ତି ତାଙ୍କର ଘନିଷ୍ଠ ବନ୍ଧୁ ଶେହନାଜ ଗିଲ । ମାତ୍ର ୧୦୦ ଜଣଙ୍କୁ ଶ୍ମଶାନ ଘାଟରେ ଅନୁମତି ମିଳିଛି । ବ୍ରହ୍ମକୁମାରୀ ରୀତିନୀତି ଅନୁସାରେ ତାଙ୍କର ଅନ୍ତିମ ସଂସ୍କାର ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ