Masthead

ସିବିଲଙ୍କ ସପକ୍ଷରେ ବାହାରିଲା ଜି-୨୩

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କଂଗ୍ରେସ ଦଳରେ ଦିନକୁ ଦିନ ବିବାଦ ବଢିବାରେ ଲାଗୁଛି । ଏନେଇ କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ଗାନ୍ଧୀ ପରିବାରଙ୍କୁ କଡ଼ା ସମାଲୋଚନା ମଧ୍ୟ କରିଥିଲେ । ଏହା ପରେ ଦଳୀୟକର୍ମୀମାନେ ସିବଲଙ୍କ ଘର ଉପରେ ଟମାଟର ମାଡ଼ ମାରିବା ସହ କାର ଭଙ୍ଗାରୁଜା କରିଥିଲେ । ଏପରିକି ଯୁବ କଂଗ୍ରେସକର୍ମୀମାନେ ଦଳ ଛାଡ଼ି ଚାଲିଯାଅ ଓ ରାହୁଲ ଗାନ୍ଧୀ ଜିନ୍ଦାବାଦ ଭଳି ସ୍ଲୋଗାନ ଦେଇଥିଲେ ।

ଏହା ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କପିଲ ସିବଲଙ୍କ ଘର ଉପରେ ହୋଇଥିବା ଆକ୍ରମଣକୁ ଜି-୨୩ର ସଦସ୍ୟ କଡ଼ା ନିନ୍ଦା କରିଛନ୍ତି । ଏହା ସହ ଏଥିରେ ସମ୍ପୃକ୍ତ ଥିବା ଲୋକଙ୍କ ବିରୋଧରେ ଦଳର ମଧ୍ୟବର୍ତ୍ତୀକାଳୀନ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ଠାରୁ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ବିଶେଷକରି ଏହି ଘଟଣା ବିରୋଧରେ ଗୁଲାମ ନବୀ ଆଜାଦ ଏବଂ ଆନନ୍ଦ ଶର୍ମା ସୋନିଆ ଗାନ୍ଧିଙ୍କୁ କଡ଼ା ସମାଲୋଚନା କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ