Masthead

ଆଫଗାନ ପ୍ରସଙ୍ଗ ନେଇ ଆଜି ବସିବ ଜି-୭ ବୈଠକ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନ ପ୍ରସଙ୍ଗ ନେଇ ଆଜି ବସିବ ବୈଠକ । ଜି-୭ ଦେଶ ଗୁଡିକ ବୈଠକରେ ଯୋଗ ଦେବ । ଭର୍ଚୁଆଲ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହେବ । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ଆଫଗାନ ସ୍ଥିତିକୁ ଉପରେ ଆଲୋଚନା କରିଥିଲେ । ତାଲିବାନ ଆଫଗାନସ୍ଥାନ ଅକ୍ତିଆର କରିବା ପରେ ଆଫଗାନସ୍ଥିତି ସଙ୍କଟାପନ୍ନ ହୋଇଛି । ତେବେ ଏହାକୁ ନେଇ ଆଜି ଜି-୭ ବୈଠକ ବସିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ