Masthead

ଫ୍ରି-ଫାୟାର ଖେଳ ନେଲା ଜୀବନ

ବାସୁଦେବପୁର(ବଡ଼ ଖବର ବ୍ୟୁରୋ): ଫ୍ରି‐ଫାୟାର ଗେମ୍ ଖେଳିବା କାଳ ହେଲା । ବେକରେ ରସି ଲଗାଇ ଯୁବକଙ୍କ ଆତ୍ମହତ୍ୟା ।ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ବାରୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତ ଗଦି ଗ୍ରାମରେ । ଗଦି ଗ୍ରାମର ନରହରି ନାୟକଙ୍କ ୨୨ ବର୍ଷର ପୁଅ ଶ୍ରୀତମ ରାତିରେ ୨ଜଣ ସାଙ୍ଗଙ୍କ ସହ ମୋବାଇଲରେ ଫ୍ରି‐ଫାୟାର ଗେମ୍ ଖେଳୁଥିଲେ।କୌଣସି କାରଣରୁ ରାତିରେ ଶୋଇଥିବା ଘର ଆଗରେ ଥିବା ଗୋଟିଏ ଗଛରେ ରଶିରେ ଝୁଲୁ ଥିବାର ଭୋର ସମୟରେ ସାଙ୍ଗମାନେ ଦେଖିବାକୁ ପାଇଥିଲେ।

ପରେ ସାଙ୍ଗମାନେ ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିଲୋକ ଲୋକେ ପହଁଚି ଶ୍ରୀତମଙ୍କୁଉଦ୍ଧାର କଲା ବେଳକୁ ପ୍ରଣବାୟୁ ଚାଲିଥିଲା ।ଘଟଣା ସ୍ଥଳରେ କଶିଆ ସାମୁଦ୍ରିକ ଥାନା ପୋଲିସ ପହଁଚି ଶବ ଜବତ କରିବା ସହ ଘଟଣାର ତନ୍ଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ