Masthead

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ହେଲପ୍ ଲାଇନ୍ ନମ୍ବର ଜାରି

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ବ୍ରହ୍ମପୁର ଉପଖଣ୍ଡର କଣ୍ଟ୍ରୋଲ ରୁମ୍ ଖୋଲାଯାଇ ପ୍ରଶାସନ ପକ୍ଷରୁ ହେଲ୍ପ ଲାଇନ୍ ନମ୍ବର ଜାରି  କରାଯାଇଛି ।

ଜିଲ୍ଲାପ୍ରଶାସନ ପକ୍ଷରୁ ଜାରି କରାଯାଇଥିବା ଦୁଇଟି ହେଲପ୍ ଲାଇନ୍ ନମ୍ବର ହେଉଛି -୦୬୮୦-୨୨୨୭୦୦୦ ଏବଂ +୯୧୭୭୫୨୦୫୫୫୬୭ । ଏନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବାତ୍ୟା ସମୟରେ କୌଣସି ଜରୁରୀ ଆବଶ୍ୟକତା ପଡିଲେ ତୁରନ୍ତ ଏହି ନମ୍ବର ଜରିଆରେ ଜନସାଧାରଣ ଯୋଗାଯୋଗ କରିପାରିବେ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ