Masthead

ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଗୃହରେ ଦେଖା ଦେଇ ପାରେ ଉଷ୍ମତା । ରାଜ୍ୟସଭା ପାଇଁ ଘୋଡ଼ା ବ୍ୟାପାର ସହ ରାଜ୍ୟରେ ମଧ୍ୟ ପ୍ରାଚ୍ୟ ଯୁଦ୍ଧ ପାଇଁ ସାମଗ୍ରୀ ଅଭାବୀ ଓ ଦରବୃଦ୍ଧି ପ୍ରସଙ୍ଗରେ ବିରୋଧୀ କରି ପାରନ୍ତି ହଂଗାମା । ପ୍ରଶ୍ନକାଳରେ ବିଦ୍ୟାଳୟ ଗଣଶିକ୍ଷା, ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ ଓ ବୈସୟିକ, ଶିଳ୍ପ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ , ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ରହିଛି ଆଲୋଚନା। ଶୁନ୍ୟକାଳରେ ସୀମା ସୁରକ୍ଷା ସହ ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉଠାଇବେ ବିରୋଧୀ – ଶାସକ । ମୁଲତବୀ ପ୍ରସ୍ତାବ ଆଣି ସରକାରଙ୍କ ଠାରୁ ଜବାବ ମାଗିବ ବିରୋଧୀ । ଅପରାହ୍ନରେ ଶିଳ୍ପ ଓ ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ବିଭାଗର 2026-27 ଆର୍ଥିକ ବର୍ଷର ବଜେଟ ଆଲୋଚନା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା