Masthead

ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଗୃହରେ ଦେଖା ଦେଇ ପାରେ ଉଷ୍ମତା । ରାଜ୍ୟସଭା ପାଇଁ ଘୋଡ଼ା ବ୍ୟାପାର ସହ ରାଜ୍ୟରେ ମଧ୍ୟ ପ୍ରାଚ୍ୟ ଯୁଦ୍ଧ ପାଇଁ ସାମଗ୍ରୀ ଅଭାବୀ ଓ ଦରବୃଦ୍ଧି ପ୍ରସଙ୍ଗରେ ବିରୋଧୀ କରି ପାରନ୍ତି ହଂଗାମା । ପ୍ରଶ୍ନକାଳରେ ବିଦ୍ୟାଳୟ ଗଣଶିକ୍ଷା, ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବ କଲ୍ୟାଣ, ଦକ୍ଷତା ବିକାଶ ଓ ବୈସୟିକ, ଶିଳ୍ପ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ସମ୍ପ୍ରଦାୟ , ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ଏବଂ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ରହିଛି ଆଲୋଚନା। ଶୁନ୍ୟକାଳରେ ସୀମା ସୁରକ୍ଷା ସହ ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉଠାଇବେ ବିରୋଧୀ – ଶାସକ । ମୁଲତବୀ ପ୍ରସ୍ତାବ ଆଣି ସରକାରଙ୍କ ଠାରୁ ଜବାବ ମାଗିବ ବିରୋଧୀ । ଅପରାହ୍ନରେ ଶିଳ୍ପ ଓ ଅଣୁ କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ବିଭାଗର 2026-27 ଆର୍ଥିକ ବର୍ଷର ବଜେଟ ଆଲୋଚନା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’