Masthead

ବିଦ୍ୟୁତ ବିଭାଗର ଅବହେଳା, ଗାତରେ ପଡିଲା କୁନି ଝିଅ

ମାଥିଲି (ବଡ଼ ଖବର ବ୍ୟୁରୋ): ଗାତରେ ପଡିଲା ୯ବର୍ଷର ଝିଅ । ଏଭଳି ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ପୁରୁଣା ବ୍ଲକ କଲୋନୀ ସାହିରେ । ସୋନିଆ ଗୌଡ଼ଙ୍କ ୯ ବର୍ଷର ଝିଅ ମମତା ଗୌଡ଼ ଖେଳୁଥିବା ସମୟରେ ବିଦୁତ ଖୁଣ୍ଡ ପୋତା ଯିବା ପାଇଁ ଖୋଲା ହେଇଥିବା ୫ ଫୁଟ ଗାତ ଭିତରେ ପୋଡିଯାଇଥିଲେ । ମମତାଙ୍କ ପାଟି ଶୁଣିବା ପରେ ଘର ଲୋକ ଆସି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ ବିଭାଗ ମୋମତାଙ୍କୁ ଦିର୍ଘ ଦୁଇ ଘଣ୍ଟା ପରେ ଉଦ୍ଧାର କରି ମାଥିଲି ଉପଖଣ୍ଡ ଚିକିତ୍ସାଳୟକୁ ପଠାଯାଇଛି ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ ବିଦୁ୍ୟତ ବିଭାଗର ଅଵହେଲା ଯୋଗୁଁ ଏଭଳି ଘଟଣା ଉପୁଜିଛି ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ