Masthead

ନଦୀରେ ବୁଡ଼ି ନାବାଳିକା ନିଖୋଜ

ଘସିପୁରା(ବଡ଼ ଖବର ବ୍ୟୁରୋ): ନଦୀରେ ଗାଧୋଉଥିବା ବେଳେ ବୁଡ଼ିଗଲେ ନାବାଳିକା । ଦମକଳ ବାହିନୀ ଦ୍ଵାରା ଚାଲିଛି ଉଦ୍ଧାର କାର୍ଯ୍ୟ। କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ସାମୁକାନେଣ୍ଡି ଗାଁର ନାବାଳିକା ସସ୍ମିତା ନାହାକ ନିଜ ମାଉସୀଙ୍କ ସହିତ ନିକଟସ୍ଥ ସେଣ୍ଢେଇ ନଦୀକୁ ଗାଧୋଇବାକୁ ଆସିଥିଲେ ।ଅସାବଧାନତା ବସତଃ ସେ ନଦୀରେ ବୁଡ଼ିଯାଇ ନିଖୋଜ ଅଛନ୍ତି । ଖବର ପାଇ ଘସିପୁରାରୁ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଆରମ୍ଭ କରିଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ବାଳିକାଙ୍କର କୌଣସି ଖବର ମିଳିନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ