Masthead

୧୦୦ କୋଟି ଟୀକାକରଣ କରିବା ଲକ୍ଷ୍ୟରେ ସରକାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ସାରା ଦେଶରେ କରୋନା ଆୟତ୍ତ୍ୱ ହେବାରେ ଲାଗିଛି । ଏପରିକି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ କରୋନା ଟୀକାକରଣ ପାଇଁ ବିଶ୍ୱ ରେକର୍ଡ ସୃଷ୍ଟି ହୋଇଥିଲା । ତେଣୁ ଚଳିତଥର ୧୦୦ କୋଟିରୁ ଅଧିକ ଟୀକାକରଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବାର ସୂଚନା ମିଳିଛି । ଏନେଇ ଆସନ୍ତା ୧୭ ଦିନ ମଧ୍ୟରେ ପ୍ରାୟ ୧୮ କୋଟି ଜନସଂଖ୍ୟାକୁ ଟୀକା ଯୋଗାଇବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି । ଯେଉଁଥି ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଏକ ଟିମ ଏହାର ପ୍ରସ୍ତୁତିରେ ନିୟୋଜିତ ଅଛନ୍ତି ।

ଅପରପକ୍ଷରେ ୭ ଅକ୍ଟୋବର ସୁଦ୍ଧା ରେକର୍ଡ ଟୀକାକରଣ ମାଧ୍ୟମରେ ୧୦୦ କୋଟି ମାର୍କ ପୂରଣ ଲକ୍ଷ୍ୟରେ କାର୍ଯ୍ୟ କରାଯାଉଛି । ୨୦୦୧ ମସିହା ୭ ତାରିଖରେ ପ୍ରଧାନମନ୍ତ୍ରୀ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ । ତେଣୁ ଏହି ଦିନକୁ ଜନ୍ମଦିନରେ ଯେପରି ଟୀକାକରଣର ରେକର୍ଡ ସୃଷ୍ଟି କରାଯାଇଥିଲା । ସେହିପରି ଅକ୍ଟୋବର ୭ତାରିଖରେ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରିବାର ଯୋଜନାରେ ରହିଛନ୍ତି ସରକାର ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା