Masthead

୧୪ଟି ଆପକୁ ବ୍ୟାନ କଲେ ସରକାର, ଆତଙ୍କବାଦୀଙ୍କ ଦ୍ୱାରା ହେଉଥିଲା ବ୍ୟବହାର

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ): ୧୪ ଟି ମୋବାଇଲ ଆପକୁ ବ୍ୟାନ କଲେ କେନ୍ଦ୍ର ସରକାର । ଏହି ଆପ ପାକିସ୍ତାନ ଆତଙ୍କବାଦୀ ବ୍ୟବହାର କରୁଥିବା ଜଣାପଡ଼ିଛି । କଶ୍ମୀରରେ ଆତଙ୍କବାଦୀମାନେ ସେମାନଙ୍କ ସମର୍ଥକ ଏବଂ ଗ୍ରାଉଣ୍ଡ କର୍ମଚାରୀଙ୍କ ସହ ଯୋଗାଯୋଗ କରିବା ପାଇଁ ଏହି ଆପ ବ୍ୟବହାର କରୁଥିଲେ। ୧୪ଟି ମୋବାଇଲ ଆପ୍ଲିକେସନ ବାବଦରେ ଜାଣିବା ପରେ ସୁରକ୍ଷା ବଳ, ସୁରକ୍ଷା, ଗୁଇନ୍ଦା ଓ ଯାଞ୍ଚ ଏଜେନ୍ସି ଏହାକୁ ବ୍ଲକ କରିଦେବାକୁ କେନ୍ଦ୍ର ସରକାରଙ୍କୁ ଜଣାଇଥିଲେ ।

କିଛି ଦିନ କଡା ନଜର ରଖିବା ପରେ ଆତଙ୍କବାଦୀମାନେ ବ୍ୟବହାର କରୁଥିବା ଏହସବୁ ଆପ୍ସ୍ ଗୁଡିକ ବାବଦରେ ଜାଣିବାକୁ ପାଇଥିଲେ । ଆପଗୁଡ଼ିକ ମଧ୍ୟରେ କ୍ରିପଭାଇଜର, ଏନିଗମା, ସେଫସୱିସ, ୱିକର୍ମ, ମିଡିଆଫାୟାର, ବ୍ରିଆର, ବିଚାଟ, ନ୍ୟାଣ୍ଡବକ୍ସ, କନିଅନ, ଆଇଏମଓ, ଏଲିମେଣ୍ଟ, ସେକେଣ୍ଡ ଲାଇନ, ଜାଙ୍ଗି, ଥ୍ରିମା ଆଦି ରହିଛି। ଏହାପୂର୍ବରୁ ଭାରତ ସରକାର ଚାଇନାର ଅନେକ ଆପକୁ ନିଷିଦ୍ଧ କରିଥିଲେ। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା